ନିମ୍ନ ଅଦାଲତରେ ଆତ୍ମସମର୍ପଣ ପରେ ଜାମିନରେ ଯାଇପାରିବେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ। ହାଇକୋର୍ଟ ତାଙ୍କର ଆଗୁଆ ଜାମିନ ଆବେଦନ ମଞ୍ଜୁର କରିଛନ୍ତି। ବିଜେଡି ନେତା ରଘୁନନ୍ଦନ ଦାସଙ୍କୁ ଏଥିପାଇଁ ଆଶ୍ୱସ୍ତି ମିଳିଛି।
ମହିଳା ସମ୍ବାଦିକଙ୍କୁ କୁକୁର ଲଗାଇ ଭୟଭୀତ କରିବାକୁ ଉଦ୍ୟମ ମାମଲାକୁ ନେଇ ବିଜେଡି ନେତା ରଘୁନନ୍ଦନ ଦାସଙ୍କ ନାଁରେ ଥାନାରେ ମାମଲା ହୋଇଥିଲା। ଗିରଫଦାରିକୁ ଏଡ଼ାଇବାକୁ ରଘୁନନ୍ଦନ ଦାସ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ।
More Stories
ରେଳବାଇର ସମୟ ସାରଣୀକୁ ନେଇ କେନ୍ଦୁଝରବାସୀ ଅସନ୍ତୁଷ୍ଟ।
12-9-2024
କଣ୍ଟାମାଳ ହାଇସ୍କୁଲରେ ସାପ କାମୁଡା ପ୍ରତି ସାବଧାନ କାର୍ଯ୍ୟକ୍ରମ