ନିମ୍ନ ଅଦାଲତରେ ଆତ୍ମସମର୍ପଣ ପରେ ଜାମିନରେ ଯାଇପାରିବେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ। ହାଇକୋର୍ଟ ତାଙ୍କର ଆଗୁଆ ଜାମିନ ଆବେଦନ ମଞ୍ଜୁର କରିଛନ୍ତି। ବିଜେଡି ନେତା ରଘୁନନ୍ଦନ ଦାସଙ୍କୁ ଏଥିପାଇଁ ଆଶ୍ୱସ୍ତି ମିଳିଛି।
ମହିଳା ସମ୍ବାଦିକଙ୍କୁ କୁକୁର ଲଗାଇ ଭୟଭୀତ କରିବାକୁ ଉଦ୍ୟମ ମାମଲାକୁ ନେଇ ବିଜେଡି ନେତା ରଘୁନନ୍ଦନ ଦାସଙ୍କ ନାଁରେ ଥାନାରେ ମାମଲା ହୋଇଥିଲା। ଗିରଫଦାରିକୁ ଏଡ଼ାଇବାକୁ ରଘୁନନ୍ଦନ ଦାସ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ।
More Stories
ଆସିଲା ଆଜ୍ଞାମାଳ, ସ୍ଥାପନ ହେଲା ଶୁଭଖୁଣ୍ଟି, ଘୋଷଣା ହେଲା ଯାତ୍ରା ତାରିଖ
ମହିଳାଙ୍କ ବିଭିନ୍ନ ଅଧିକାର ଦାବିରେ ରାଷ୍ଟ୍ରୀୟ ମଜଦୂର୍ କଂଗ୍ରେସର ମହିଳା ଦିବସ ପାଳିତ
ମହିଳାମୋର୍ଚ୍ଚା ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ