Manthan Odia News Portal

"ଜନ ସାଧାରଣଙ୍କ ସ୍ୱର, 'ମନ୍ଥନ' ନଜର"

୭ ଓ ୧୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

Spread the love

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ବ ଗ୍ରହଣ କରିବା ପରେ ନିୟମିତ ଭାବେ ଜନ ଅଭିଯୋଗ ଶୁଣାଣି କରୁଛନ୍ତି। ତେବେ ଚଳିତ ମାସରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏ ନେଇ ଜିଏ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 


ସୂଚନା ଅନୁଯାୟୀ, ଅକ୍ଟୋବର ୭ ଓ ୧୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ୭ରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଏବଂ ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଦୁଇ ଦିନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

error: Content is protected !!
Breaking News