ଭଞ୍ଜନଗର : ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତା ଭେରେଡା ଛକରେ ଆଜି ରାତି ରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ ରାଜୀବ ପ୍ରଧାନ (୨୬) । ତାଙ୍କୁ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମେଡ଼ିକାଲରେ ପହଞ୍ଚି ଆହତଙ୍କୁ ଅଧିକ ଚିକିତ୍ସା ବ୍ୟବସ୍ଥା କରିଛନ୍ତି।
More Stories
୧୦୬ ଜଣ ଛାତ୍ରଛାତ୍ରୀଙ୍କ ଦଶମ ପରୀକ୍ଷାରେ ସଫଳତା ହାସଲ
A1 Grade First Place in the State of the 10th Class Board Examination
ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀରେ ବୁଦ୍ଧିଜିବୀ ସମ୍ମିଳନୀ