ଭୁବନେଶ୍ବର: ମୋହନ ଚରଣ ମାଝୀଙ୍କ ପ୍ରଥମ ବିଧାନସଭା ଅଧିବେଶନରେ ୯୫ ହଜାର କୋଟି ଟଙ୍କାର ଲେଖାନୁଦାନ ପାରିତ ହୋଇଛି। ଗୃହକୁ ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ।
ଗତ ୨୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିଲା। ୨୫ ତାରିଖରେ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯାଇଥିଲା। ରାଜ୍ୟରେ ବିଜେପି ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କର ଏହା ପ୍ରଥମ ବିଧାନସଭା ଥିଲା।
More Stories
25-01-2025
ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆଙ୍କ ନୂଆପଡ଼ା ଗସ୍ତ
13.01.2025