ନୂଆପଡା ଜିଲ୍ଲା ସଦର ମହାକୁମା ମିନି ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ରେ ମୁଖ୍ୟଅତିଥି ଭାବରେ ଯୋଗ ଦେବେ ଓଡିଶା ସରକାର ଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ! ଉପ ମୁଖ୍ୟମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପ୍ୟାରେଡ ରେ ଅଭିବାଦନ କରିବାପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କୃତିତ୍ୱ ହାସଲ କରିଥିବା ବିଭିନ୍ନ ବ୍ୟକ୍ତି ବିଶେଷ କୁ ସମ୍ମାନିତ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ଏ ନେଇ ରାଜ୍ୟ ସରକାର ଙ୍କ ଗୃହ ସଚିବ ଏ ନେଇ ସୂଚନା ଦେଇଛନ୍ତି !
More Stories
୧୦୬ ଜଣ ଛାତ୍ରଛାତ୍ରୀଙ୍କ ଦଶମ ପରୀକ୍ଷାରେ ସଫଳତା ହାସଲ
A1 Grade First Place in the State of the 10th Class Board Examination
ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀରେ ବୁଦ୍ଧିଜିବୀ ସମ୍ମିଳନୀ