ଗଜପତି ଜିଲ୍ଲା ମୋହନା ସ୍ଥିତ JMFC ପରିସରରେ ଓକିଲ ସଂଘ ସଭାପତି ସନ୍ତୋଷ କୁମାର ପାଢ଼ୀଙ୍କ ନେତୃତ୍ୱରେ ଗଣେଶ ପୂଜା ଆୟୋଜନ କରାଯାଇଥିଲା ଏହି କାର୍ଯ୍ୟକ୍ର ମରେ ଆଇନଜୀବୀ ବିଳାସ ନାୟକ, ସିମାଞ୍ଚଳ କାର୍ଜୀ, ସୁଶାନ୍ତ ମଳିକ ସମେତ କୋର୍ଟ ଷ୍ଟାଫ ସମୂହ ମିଳିତ ଭାବେ ଉପସ୍ଥିତ ରହି ପୂଜା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l
Post Views: 78
More Stories
ଜନସ୍ବାସ୍ଥ୍ୟ ଯାନ୍ତ୍ରୀକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ଓ ନୂତନ କାର୍ଯ୍ୟକର୍ତ୍ତା ଚୟନ
ଆକାଶ ଏଜୁକେସନସ୍ ଛାତ୍ରଛାତ୍ରୀଙ୍କ ଜେଇଇ ମେଇନ୍ସରେ ବ୍ରହ୍ମପୁର ଟପ୍ପର
ବିଜେଡି ଦଳ ପରିତ୍ୟାଗ କରି ବିଜେପିର ମିଶେଲେ ୨୬ଟି ପରିବାର