ପାତ୍ରପୁର : ପାତ୍ରପୁର ବ୍ଳକ ଜରଡ଼ା ଥାନା ଖରିଆଗୁଡ଼ା ଫାଣ୍ଡି ଅନ୍ତର୍ଗତ ନିଳାନ୍ଦ୍ରି ଚନ୍ଦ୍ର ପୁର ଗ୍ରାମର ଗୋପାଳ ଦାସ ( ୬୦) ପୋଖରୀ କୁ ସ୍ନାନ କରିବା ପାଇଁ ଯାଇଥିବା ବେଳେ ଭାରସାମ୍ୟ ହରାଇ ପୋଖରୀ ରେ ବୁଡ଼ିଯାଇଥିଲେ। ଗ୍ରାମବାସୀ ଗୋପାଳ ର ଶବକୁ ଉଦ୍ଧାର କରି ଖାରିଆଗୁଡ଼ା ଫାଣ୍ଡି କୁ ଖବର ଦେଇଥିଲେ। ଖାରିଆଗୁଡା ପାଣ୍ଡି ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଶବକୁ ବ୍ୟବଛେଦ ପାଇଁ ବ୍ରହ୍ମପୁର ପଠାଇବା ବ୍ୟବସ୍ଥା କରିଥିବା ଜଣାପଡିଛି।
More Stories
ଜନସ୍ବାସ୍ଥ୍ୟ ଯାନ୍ତ୍ରୀକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ଓ ନୂତନ କାର୍ଯ୍ୟକର୍ତ୍ତା ଚୟନ
ଆକାଶ ଏଜୁକେସନସ୍ ଛାତ୍ରଛାତ୍ରୀଙ୍କ ଜେଇଇ ମେଇନ୍ସରେ ବ୍ରହ୍ମପୁର ଟପ୍ପର
ବିଜେଡି ଦଳ ପରିତ୍ୟାଗ କରି ବିଜେପିର ମିଶେଲେ ୨୬ଟି ପରିବାର