ଦଶପଲ୍ଲା : ଦଶପଲ୍ଲା ବ୍ଲକ ବାଣୀଗୋଛା ଥାନା ଅନ୍ତର୍ଗତ କାମିଟିପଙ୍ଗା ଗ୍ରାମରେ ଆଜି ଅପରାହ୍ନରେ ଜଣେ ବ୍ୟକ୍ତି ପୋଖରୀ କୁ ନିତ୍ୟକର୍ମ କରିବାକୁ ଯାଇଥିବା ବେଳେ ପୋଖରୀରେ ବୁଡି ତାଙ୍କର ମୃତ୍ୟୁ ହୋଇଛି ।ଖବର ପାଇ ଦଶପଲ୍ଲା ଅଗ୍ନିଶମ ବାହିନୀ କାମିଟିପଙ୍ଗା ଗ୍ରାମରେ ପହଂଚି ତାଙ୍କୁ ପୋଖରୀରୁ ଉଦ୍ଧାର କରିଥିଲେ ।କିନ୍ତୁ ସେତେବେଳ କୁ ତାଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି ।ମୃତକ ବ୍ୟକ୍ତିଙ୍କ ନାମ ଚମ୍ପେଶ୍ୱର ଭୋଇ ୫୮ ବର୍ଷ ବୋଲି ଜଣାପଡିଛି। ଶେଷରେ ଖବର ପାଇଁ ବାଣିଗୋଛା ପୋଲିସ ପହଞ୍ଚି ଶବକୁ ଜବତ କରି ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର ଦଶପଲ୍ଲା କୁ ଆଣି ପୋଷ୍ଟମର୍ଟମ କରି ପରିବାର ଙ୍କୁ ହସ୍ତାତର କରିଛି,
More Stories
୧୦୬ ଜଣ ଛାତ୍ରଛାତ୍ରୀଙ୍କ ଦଶମ ପରୀକ୍ଷାରେ ସଫଳତା ହାସଲ
A1 Grade First Place in the State of the 10th Class Board Examination
ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀରେ ବୁଦ୍ଧିଜିବୀ ସମ୍ମିଳନୀ