ଖୋର୍ଦ୍ଧା : ଓଡ଼ିଶା ସରକାରଙ୍କ ମାନ୍ୟବର ମନ୍ତ୍ରୀ,ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ଶ୍ରୀଯୁକ୍ତ ପୃଥ୍ବୀରାଜ ହରିଚନ୍ଦନ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରୁ ସକାଳ ୧୧ ଘଟିକା ସମୟରେ ୩ ଗୋଟି ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ୬ ଗେଟି ବ୍ଲକ୍ ଏହି ୩ଟି ରଥ ପରିକ୍ରମା କରିବ। ପରିକ୍ରମା ସମୟରେ ସୁଭଦ୍ରା ସଚେତନତା ସଂଗୀତ ଗାନ ପ୍ରଚାର କରିବ । ପ୍ରତି ୨ଗୋଟି ବ୍ଲକ୍ କୁ ୧ଟି ରଥ ଉଦ୍ଦିଷ୍ଟ ରହିଛି।
ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ, ଜୟଦେବ, ନବକିଶୋର ମଲିକ, ମାନ୍ୟବର ବିଧାୟକ, ଖୋର୍ଦ୍ଧା,ପ୍ରଶାନ୍ତ କୁମାର ଜଗଦ୍ଦେବ,ମାନ୍ୟବର ବିଧାୟକ, ବେଗୁନିଆ ପ୍ରଦୀପ କୁମାର ସାହୁ ,ଜିଲ୍ଲା ପରିଷଦ ଅଧ୍ୟକ୍ଷା ରୁପଶ୍ରୀରାଣୀ ଗୁମାନସିଂହ, ପୋର ପରିଷଦ ଅଧ୍ୟକ୍ଷା କନକ ଲକ୍ଷ୍ମୀ ମହାନ୍ତି ,ଜିଲ୍ଲାପାଳ, ଖୋର୍ଦ୍ଧା, ଚଞ୍ଚଳ ରାଣା,ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ,ସାଫଲ୍ୟ ମଣ୍ଡିତ ପ୍ରଧାନ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ, ପ୍ରତାପ ଚନ୍ଦ୍ର ବେଉରା,ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ,କସ୍ତୁରୀ ଵାଳା ଜେନା,ଉପ-ଜିଲ୍ଲାପାଳ ଖୋର୍ଦ୍ଧା ଦିପ୍ତି ରଞ୍ଜନ ସେଠି,ତହସିଲଦାର ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, କୁସୁମ ପ୍ରହରାଜ ,ସ୍ଵୟଂ ସହାୟକ ମହିଳା,ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ଜ୍ୟୋସ୍ନା ମୟୀ ଆଚାର୍ଯ୍ୟ ,ଜିଲ୍ଲା ର ବିଭିନ୍ନ ପଦାଧିକାରୀ ,ବ୍ଲକ୍ ଫେଡେରାଲ ପ୍ରେସିଡେଣ୍ଟ ,ସେକ୍ରେଟାରୀ ଜନ ସାଧାରଣ ପ୍ରମୁଖ ଯୋଗ ଦେଇଥିଲେ ।
More Stories
25-01-2025
ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆଙ୍କ ନୂଆପଡ଼ା ଗସ୍ତ
13.01.2025